ମହିଳା ସଶକ୍ତିକରଣ ବିଜୁ ଜନତା ଦଳର ମୁଖ୍ୟ ଫୋକସ୍ : ମୁଖ୍ୟମନ୍ତ୍ରୀ
ବିଜୁ ମହିଳା ଜନତା ଦଳ ପକ୍ଷରୁ ଭୁବନେଶ୍ୱରରେ ଆଜି ପାଳିତ ହୋଇଛି ରାଜ୍ୟସ୍ତରୀୟ ମହିଳା ଦିବସ । ଏଥିରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ବିଜୁ ଜନତା ଦଳର ଲକ୍ଷ ଲକ୍ଷ କର୍ମୀ ମା'ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟସ୍ତରୀୟ ମହିଳା…