ଦାନା ବାନ୍ଧୁଛି ବାତ୍ୟା : ୪ରେ ଘୂର୍ଣ୍ଣିବଳୟ, ୫ରେ ଲଘୁଚାପ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନସାଗର ଏବଂ ଆଖପାଖ ଅଞ୍ଚଳରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତା ମେ' ୪ ତାରିଖ ବେଳକୁ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର…