ଆଜି ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗି ରହିଛି ବର୍ଷା । ଆଜି ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼…