୧୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି…