କୁହୁଡ଼ି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଶୁଷ୍କ ପବନ ରାଜ୍ୟରେ ଜାଡ ବଢାଉଛି । ଅନ୍ୟପଟେ ବାୟୁମଣ୍ଡଳର ସ୍ଥିରତା ଏବଂ ଜଳୀୟବାଷ୍ପର ଉପସ୍ଥିତି ପାଇଁ କିଛି ଜିଲ୍ଲାରେ ଘନ କୁହୁଡି ଦେଖାଦେଉଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ପଡିବ ବୋଲି ସତର୍କ…