୨୪ ଘଣ୍ଟା ମଧ୍ୟରେ ଲଘୁଚାପ ,୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଦିଆଯାଇଛି । ତେବେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ। ଲଘୁଚାପ କେତେ ଘନୀଭୂତ ହେଉଛି…