ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମହାପ୍ରଭୁଙ୍କ ଟଙ୍କା ୨ଟି ବ୍ୟାଙ୍କରେ ଜମା ହେବ। ବ୍ୟାଙ୍କ ଅଫ୍ ବରୋଦା ଓ ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଜମା ହେବ ଏହି ଟଙ୍କା । ୨ଟି ବ୍ୟାଙ୍କରେ ସମାନ ଭାଗ ହୋଇ ଜମା ହେବ ୨୮୭ କୋଟି। ବର୍ଷକ ପାଇଁ ୬.୨୬% ସୁଧରେ ଫିକ୍ସଡ୍ ଡିପୋଜିଟ୍ ହେବ। ଟେଣ୍ଡର ପରେ ଉନ୍ନୟନ…