ଏଭଳି ଯୁବତୀଙ୍କୁ ନିଜ ଜୀବନସାଥୀ ଭାବେ ଚୟନ କରିବାକୁ ଯୁବକମାନେ ଅଧିକ କରନ୍ତି ପସନ୍ଦ
ଜୀବନକୁ ସରସ ସୁନ୍ଦର କରିବା ଲାଗି ଅନେକ ଉପାୟ ରହିଛି । ପ୍ରତିଟି ବ୍ୟକ୍ତିର ଜୀବନରେ ଜୀବନସାଥୀର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏଥିଲାଗି ସେ ମହିଳା ହେଉ ଅବା ପୁରୁଷ, ସମସ୍ତେ ନିଜ ପାଇଁ ଭଲ ଜୀବନସାଥୀ ଖୋଜିବାକୁ ଚେଷ୍ଟା କରିଥାନ୍ତି ।
ତେବେ ମହିଳାଙ୍କୁ କିଭଳି ଜୀବନସାଥୀ ଆବଶ୍ୟକ…