କନ୍ଧମାଳରେ ରାତିରେ ଶୀତ ୮ରୁ ୯ଡିଗ୍ରୀ ରହୁଛି ତାପମାତ୍ରା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କନ୍ଧମାଳ ଜିଲ୍ଲାରେ ଲାଗି ରହିଛି ଶୀତ ପ୍ରକୋପ । ରାତି ୮ଟା ହେଲେ ବଜାର, ସାହି, ଗଳିକନ୍ଦି ସମ୍ପୂର୍ଣ୍ଣ ଖାଁ ଖାଁ ଲାଗୁଛି । କୁହୁଡି ସାଙ୍ଗକୁ ଶୀତ ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି । ଲୋକମାନେ ଶୀତର ମଜା ନେବାପାଇଁ ବ୍ୟାୟାମ କରୁଥିବା ବେଳେ କିଛି ସ୍ଥାନରେ ଲୋକମାନେ ସନ୍ଧ୍ୟା ଭ୍ରମଣ କରୁଛନ୍ତି। ରାତିରେ ତାପମାତ୍ରା ପ୍ରାୟ ୮ରୁ ୯ଡିଗ୍ରୀ ରହୁଛି ।

Leave a comment