ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଗୁଳିମାଡ଼ ଘଟଣାକୁ ନିନ୍ଦା କରିବା ସହ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଗୁଳିମାଡ଼ ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । କ୍ରାଇମବ୍ରାଞ୍ଚ ବରିଷ୍ଠ ଅଧିକାରୀଙ୍କୁ ଘଟଣାସ୍ଥଳକୁ ଯିବା ପାଇଁ ନିର୍ଦ୍ଦେଶ ରହିଛି ।
ଗୁଳିମାଡ଼ ଘଟଣାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିନ୍ଦା କରିଛନ୍ତି । ଏଥିସହ ମନ୍ତ୍ରୀ ନବ ଦାସଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।