ଓଡ଼ିଶା ଛୁଇଁଲା ମୌସୁମୀ

0

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶାର କିଛି ସ୍ଥାନରେ ମୌସୁମୀ ପ୍ରଭାବରେ ବର୍ଷା ହେଉଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave a comment