୨୪ଟି କାର୍ଯ୍ୟ ଦିବସ ସହ ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁଲାଇ ୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ। ଏଥରକ ଅଗଷ୍ଟ ୪ ତାରିଖ ଯାଏଁ ଚାଲିବ ଅଧିବେଶନ। ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ।

ଚଳିତ ମୌସୁମୀ ଅଧିବେଶନରେ ମୋଟ ୨୪ଟି କାର୍ଯ୍ୟ ଦିବସ ରହିଛି। ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave a comment