ଟିଟୋର ୨ ସହଯୋଗୀ ଗିରଫ

0

ଓଡ଼ିଶାଫାଷ୍ଟ (ବ୍ୟୁରୋ): ବହୁ ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀଙ୍କୁ ଗିରଫ କରିଛି ଏସଟିଏଫ । ୨୦୧୮ ମସିହାର ୩୬ ଗୁଣ୍ଠ ଜମି ଜବରଦଖଲ ଓ ଧମକ ଘଟଣାରେ ଦୁଇଜଣଙ୍କୁ ଗିରଫ କରିଛି ଏସଟିଏଫ । ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ କେନ୍ଦ୍ରାପଡ଼ା ଉପକାରାଗାରକୁ ପଠାଇ ଦିଆଯାଇଛି ।

Leave a comment