୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମଗ୍ର ରାଜ୍ୟରେ ତାପମାତ୍ରା ବଢିବା ସହ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି । ଆଜି ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, କଳାହାଣ୍ଡି, ବଲାଙ୍ଗିର ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave a comment